ସିଆରପିଏଫ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ଜୁଲାଇ (ହି.ସ.) - ସିଆରପିଏଫ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶରେ ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ଶାନ୍ତିରକ୍ଷା ପାଇଁ ସମର୍ପିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର
ସିଆରପିଏଫ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)

- ସିଆରପିଏଫ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦେଶରେ

ଆଭ୍ୟନ୍ତରୀଣ ସୁରକ୍ଷା ଏବଂ ଶାନ୍ତିରକ୍ଷା ପାଇଁ ସମର୍ପିତ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର

ସ୍ଥାପନା ଦିବସରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଭାରତ ମାତାର ସୁରକ୍ଷା ପାଇଁ ସେବାରେ

ନିୟୋଜିତ ସମସ୍ତ ଯବାନଙ୍କ ସେବା ଓ ଅଦମ୍ୟ ସାହସକୁ କୋଟି କୋଟି ପ୍ରଣାମ।

ହିନ୍ଦୁସ୍ଥାନ ସମାଚାର

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା / ସମନ୍ୱୟ


 rajesh pande