ନୂଆଦିଲ୍ଲୀ, 20 ଅକ୍ଟୋବର (ହି.ସ.)
- ରାଷ୍ଟ୍ରପତିଙ୍କୁ
ସାକ୍ଷାତ କରି ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି ଭବନ ପକ୍ଷରୁ ଫଟୋ ସେୟାର କରି କୁହାଯାଇଛି ଯେ,
ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି ଦିଲ୍ଲୀ
ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ତାଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା