ଆଗାମୀ ୨ ଦିନ ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ ୨୩ ତାରିଖ ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସକା
ଆଗାମୀ ୨ ଦିନ ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୨୧ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ ୨୩ ତାରିଖ ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande