ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.) - କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ମାନନୀୟ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କୁ
ଅମିତ ଶାହଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)

- କେନ୍ଦ୍ର

ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ମାନନୀୟ

ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କୁ ଜନ୍ମଦିନର ହାର୍ଦ୍ଧିକ ଶୁଭେଚ୍ଛା!

ସେ ଜଣେ ଦୂରଦୃଷ୍ଟିସମ୍ପନ୍ନ

ନେତା, ତାଙ୍କର ନିଷ୍ଠା ଓ ନେତୃତ୍ୱ ଆମ ଜାତିର ଆତ୍ମାକୁ ପ୍ରେରିତ କରେ ଓ

ସଶକ୍ତ କରେ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁସ୍ଥତା, ପ୍ରଜ୍ଞା ଓ

ଦୀର୍ଘାୟୁ ସହିତ ଭାରତ ସେବାରେ ଅଧିକ ସମୟ ଦିଅନ୍ତୁ ଏହାହିଁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande