ବିଧାୟକ ସଂଜୀବ ମା’ ଶ୍ୟାମାକାଳୀଙ୍କ ଦର୍ଶନ କଲେ
ଭଦ୍ରକ, ୨୩ ଅକ୍ଟୋବର (ହି.ସ.) - ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ବନ୍ତ ବ୍ଲକ୍ ଅନ୍ତର୍ଗତ ଆଡିଆ ଗ୍ରାମ ପଂଚାୟତ ର ଆଡିଆ, ଅଡାଳପଙ୍କ ଓ ଆଗରପଡା ବଜାର ଠାରେ ଭଦ୍ରକ ଜିଲ୍ଲାର ଆରାଧ୍ୟ ଦେବୀ ମାଁ ଶ୍ୟାମାକାଳୀଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଛି। ତେବେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ୍ କୁମାର ମ
MLA SANJIB KALI MANDAP BULILE


ଭଦ୍ରକ, ୨୩ ଅକ୍ଟୋବର (ହି.ସ.) - ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ବନ୍ତ ବ୍ଲକ୍ ଅନ୍ତର୍ଗତ ଆଡିଆ ଗ୍ରାମ ପଂଚାୟତ ର ଆଡିଆ, ଅଡାଳପଙ୍କ ଓ ଆଗରପଡା ବଜାର ଠାରେ ଭଦ୍ରକ ଜିଲ୍ଲାର ଆରାଧ୍ୟ ଦେବୀ ମାଁ ଶ୍ୟାମାକାଳୀଙ୍କ ପୂଜା ମହାସମାରୋହରେ ଅନୁଷ୍ଠିତ ହୋଇଛି। ତେବେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ୍ କୁମାର ମଲ୍ଲିକ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ ଙ୍କ ଦର୍ଶନ କରିବା ସହ ଜନସାଧାରଣଙ୍କ ମଙ୍ଗଳ କାମନା କରିଛନ୍ତି। ବିଧାୟକ ଶ୍ରୀ ମଲ୍ଲିକଙ୍କ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଯେନା,ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡେଇ ଓ ସ୍ଥାନୀୟ ଅଂଚଳର ନେତୃମଣ୍ଡଳୀ ଏହି ଅବସରରେ ଉପସ୍ଥିତ ଥିଲେ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande