ଆଜି ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ଆଜି ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ସାମୁଦ୍ରିକ ସପ୍ତାହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚଳିତ ମାସ 27 ରୁ 29 ଯାଏ ଭାରତୀୟ ସାମୁଦ୍ରିକ ସପ୍ତାହ ଚାଲି
ଆଜି ଦୁଇ ଦିନିଆ ମୁମ୍ବାଇ     ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ଅକ୍ଟୋବର (ହି.ସ.)- ଆଜି ଦୁଇ

ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ

ସାମୁଦ୍ରିକ ସପ୍ତାହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚଳିତ ମାସ 27 ରୁ 29 ଯାଏ ଭାରତୀୟ

ସାମୁଦ୍ରିକ ସପ୍ତାହ ଚାଲିବ । ଆଜି ଅପରାହ୍ନ 3ଟାରେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande