ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ଶହୀଦ ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ଶ୍ରଦ୍ଧାଂଜଳି ଜଣାଇଛନ୍ତି। ଏକ୍ସରେ ରାଜ୍ୟପାଳ ଲେଖିଛନ୍ତି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ
ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ରାଜ୍ୟପାଳ


ଭୁବନେଶ୍ୱର, ୨୯ ଅକ୍ଟୋବର (ହି.ସ)- ଶହୀଦ ବିପ୍ଳବୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ଶ୍ରଦ୍ଧାଂଜଳି ଜଣାଇଛନ୍ତି।

ଏକ୍ସରେ ରାଜ୍ୟପାଳ ଲେଖିଛନ୍ତି ସ୍ୱାଧୀନତା ସଂଗ୍ରାମର ପ୍ରଥମ ଓଡ଼ିଆ ଶହୀଦ, କ୍ରାନ୍ତିକାରୀ ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ତାଙ୍କ ଅସାଧାରଣ ଦେଶପ୍ରେମ, ନିର୍ଭୀକ ସଂଗ୍ରାମୀ ଜୀବନ ଓ ଅସୀମ ତ୍ୟାଗ ସର୍ବଦା ସ୍ମରଣୀୟ ଏବଂ ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande