ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ’ରେ ବ୍ୟାପକ ଜନସଚେତନତା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ’ରେ ବ୍ୟାପକ ଜନସଚେତନତା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବ ପ୍ରସ୍ତୁତି, ସଚେତନତା ଏବଂ ସହଭାଗିତା - ପ୍ରାକ
ଓଡ଼ିଶା ବିପର୍ଯ୍ୟୟ     ପ୍ରସ୍ତୁତି ଦିବସ’ରେ     ବ୍ୟାପକ ଜନସଚେତନତା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଓଡ଼ିଶା

ବିପର୍ଯ୍ୟୟ ପ୍ରସ୍ତୁତି ଦିବସ’ରେ ବ୍ୟାପକ ଜନସଚେତନତା ପାଇଁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବ ପ୍ରସ୍ତୁତି, ସଚେତନତା ଏବଂ ସହଭାଗିତା - ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା

କରିବାର ଶକ୍ତିଶାଳୀ ଅସ୍ତ୍ର ଅଟେ।

ମନ୍ତ୍ରୀ କହିଛନ୍ତି ଯେ, ଆଜି

‘ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ’ ଅବସରରେ ଆସନ୍ତୁ ଏ ସମ୍ପର୍କରେ ବ୍ୟାପକ ଜନସଚେତନତା ଓ ସହଯୋଗ ସୃଷ୍ଟି

ପାଇଁ ଅନ୍ୟମାନଙ୍କୁ ପ୍ରେରିତ କରିବା। ସମସ୍ତଙ୍କ ସୁରକ୍ଷା ସୁନିଶ୍ଚିତ କରିବାରେ ନିଜର

ବହୁମୂଲ୍ୟ ଯୋଗଦାନ ଦେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande