ଆଜି ନନ୍ଦନକାନନ ବନ୍ଦ
ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଆଜି ବନ୍ଦ ରହିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏହି ନିଷ୍ପତି ନେଇଛନ୍ତି । ମୋନ୍ଥା ପ୍ରଭାବରେ ପ୍ରବଳ ବର୍ଷା ପବନ ଲାଗିରହିଥିବା ବେଳେ ଜୀବଜନ୍ତୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି
ଆଜି ନନ୍ଦନକାନନ ବନ୍ଦ


ଭୁବନେଶ୍ୱର, 29 ଅକ୍ଟୋବର (ହି.ସ.)- ଆଜି ବନ୍ଦ

ରହିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏହି

ନିଷ୍ପତି ନେଇଛନ୍ତି । ମୋନ୍ଥା ପ୍ରଭାବରେ ପ୍ରବଳ ବର୍ଷା ପବନ ଲାଗିରହିଥିବା ବେଳେ

ଜୀବଜନ୍ତୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande