
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପ୍ରମୋଦ
ମହାଜନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି
ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପୂର୍ବତନ
କେନ୍ଦ୍ରମନ୍ତ୍ରୀ ତଥା ବିଜେପି ନେତା ପ୍ରମୋଦ ମହାଜନଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜଣାଉଛି । ଆମ ଦଳର ସଂଗଠନକୁ ମଜଭୁତ କରିବାରେ
ତାଙ୍କ ଭୂମିକା ସବୁବେଳେ ସ୍ମରଣୀୟ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା