ଭୁବନେଶ୍ୱର, 31 ଅକ୍ଟୋବର (ହି.ସ)- ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡ଼ା ଓ
ଯୁବସେବା ବିଭାଗ ଆନୁକୂଲ୍ୟରେ ଏକତା ଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ
31 Oct 2025
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଆଜି ପୂର୍ବାହ୍ନରେ କଟକସ୍ଥିତ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ ..
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସ୍ୱାଧୀନ ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ତଥା ''ଲୌହ..
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.)- ପବିତ୍ର ଅଁଳା ନବମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଅଁଳା ନବମୀ ଓ ଶ୍ରୀରାଧା ପାଦ ଦର୍ଶନ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ..
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ.) ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସାମିଲ ହେଲେ ସହସ୍ରାଧିକ ନାଗରିକ ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି ସର୍ଦ୍ଦାର ପଟେଲଙ୍କ ଦୃଢ଼ ସଙ୍କଳ୍ପ, ଦୃଷ୍ଟିକୋଣ ବଳରେ ଆମେ ଆଜି ଭାରତକୁ ''ଏକ'' ଦେଖୁଛୁ - ମୁଖ୍ୟମନ୍ତ୍ରୀ - ଆଜି..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha