
ଭୁବନେଶ୍ୱର, 31 ଅକ୍ଟୋବର (ହି.ସ)- ମହାନ ବିପ୍ଲବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଓଡିଶା ବିଧାନସଭା ପାର୍ଶ୍ଵ ଗେଟ ନଂ -୧ ସ୍ଥିତ
ଶହୀଦଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରମତି ସୁରମା ପାଢ଼ୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ
ପ୍ରଭାତୀ ପରିଡା ଓ ବିଶିଷ୍ଟ ବ୍ୟକ୍ତି ମାନଙ୍କ ଦ୍ୱାରା ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ହେବ
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ