ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା
ଭୁବନେଶ୍ୱର, 1 ନଭେମ୍ବର (ହି.ସ.)- ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ ହି
ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ     ଟଙ୍କା


ଭୁବନେଶ୍ୱର, 1 ନଭେମ୍ବର (ହି.ସ.)- ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ

ହିତାଧିକାରୀଙ୍କୁ ମିଳିବ ଟଙ୍କା । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ

ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ

ହିତାଧିକାରୀ । ମାସେ ପର୍ଯ୍ୟନ୍ତ ସୁଭଦ୍ରା ପୋର୍ଟାଲରେ କରିହେବ ଆବେଦନ । ୨୧ ବର୍ଷ ହୋଇଥିଲେ

କରିହେବ ସୁଭଦ୍ରା ଆବେଦନ ବୋଲି ପ୍ରଭାତି ପରିଡା କହିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande