ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା
ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande