
ଭୁବନେଶ୍ୱର, 12 ନଭେମ୍ବର (ହି.ସ.)
- ଲୋକ
ସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଗାମୀ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍
ଆୟୋଜନ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ
ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା