ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି
ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ଯୁଯୁମୁରା ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି


ସମ୍ବଲପୁର, ୧୭ ନଭେମ୍ବର (ହି.ସ.) ଆଜି ଯୁଯୁମରା ବ୍ଲକ କାର୍ଯ୍ୟାଳୟ ଠାରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଅଭିଯୋଗ ଶୁଣାଣି ଠାରେ ମୋଟ ୩୫ଟି ଆବେଦନ ଗ୍ରହଣ କରାଯାଇଥିଲା ଯେଉଁଥିରୁ ୨୭ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୮ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।

---------------

ହିନ୍ଦୁସ୍ଥାନ ସମାଚାର / ଶୈଳେଶ


 rajesh pande