
ଭୁବନେଶ୍ୱର, 2 ନଭେମ୍ବର (ହି.ସ.)- 'ଭଜନ ସମ୍ରାଟ' ଭିକାରୀ ବଳଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ
କହିଛନ୍ତି ଯେ, ଶ୍ରୀ ଜଗନ୍ନାଥ ସଂସ୍କୃତିର ଅନ୍ୟତମ ବାର୍ତ୍ତାବହ ତଥା ଓଡ଼ିଆ ଭକ୍ତି ସଙ୍ଗୀତ
ବିଶାରଦ 'ଭଜନ ସମ୍ରାଟ' ଭିକାରୀ ବଳଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା