ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଦୁଇ ଜିଲ୍ଲା ହେଲା ସୁନ୍ଦରଗଡ଼ ଓ କୋରାପୁଟ । ସେଠାରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍
ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୫ ନଭେମ୍ବର (ହି.ସ.)- ଘନ କୁହୁଡ଼ି ନେଇ ଆଗାମୀ ୨୪ ଘଂଟା ଅର୍ଥାତ୍ ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଦୁଇ ଜିଲ୍ଲା ହେଲା ସୁନ୍ଦରଗଡ଼ ଓ କୋରାପୁଟ । ସେଠାରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ । ପରବର୍ତୀ ୬ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande