ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ଅନ୍ନପୂର୍ଣ୍ଣା ମହାରଣାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 3 ନଭେମ୍ବର (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ଅନ୍ନପୂର୍ଣ୍ଣା ମହାରଣାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନ
ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ଅନ୍ନପୂର୍ଣ୍ଣା     ମହାରଣାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 3 ନଭେମ୍ବର (ହି.ସ.)- ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ

ଅନ୍ନପୂର୍ଣ୍ଣା ମହାରଣାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ

ସ୍ଵାଧୀନତା ସଂଗ୍ରାମୀ ସ୍ୱର୍ଗତ ଅନ୍ନପୂର୍ଣ୍ଣା ମହାରଣାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande