
ଭୁବନେଶ୍ଵର, ୪ ନଭେମ୍ବର (ହି.ସ.)- ରାଉରକେଲା, କୋରାପୁଟ ଏବଂ ଭବାନୀପାଟଣାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ରୁ ୧୦୦୦ ମିଟର ମଧ୍ୟରେ ରହିଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ