ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କ ବିବାହ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 09 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କ ବିବାହ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କ ବିବାହ ଉତ୍ସବ ବିବାହ ପଞ୍ଚମୀ ଉପଲକ୍
ପ୍ରଭୁ     ଶ୍ରୀରାମ ଓ ମାତା ସୀତାଙ୍କ ବିବାହ ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର,

09 ନଭେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କ ବିବାହ

ଉତ୍ସବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ

ସୋସିଆଲ ମିଡିଆରେ ଲେଖିଛନ୍ତି, ପ୍ରଭୁ ଶ୍ରୀରାମ ଓ ମାତା ସୀତାଙ୍କ ବିବାହ ଉତ୍ସବ ବିବାହ ପଞ୍ଚମୀ

ଉପଲକ୍ଷେ ଶୁଭେଚ୍ଛା ଓ ଅଭିନନ୍ଦନ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande