ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
ଜୟପୁର, 9 ନଭେମ୍ବର (ହି.ସ.) ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଲିମା ଗ୍ରାମର ଜଗଦିଶ ବିଷୋୟୀ । ସୁଚନା ଅନୁଯାୟୀ ଏକ ବାଇକରେ ଦେଶି ମଦ ଚାଲାଣ ହେଉଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଗାଗନାପୁର ଠ
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର, 9 ନଭେମ୍ବର (ହି.ସ.) ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ଆଜି ଚଢାଉ କରି ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଲିମା ଗ୍ରାମର ଜଗଦିଶ ବିଷୋୟୀ । ସୁଚନା ଅନୁଯାୟୀ ଏକ ବାଇକରେ ଦେଶି ମଦ ଚାଲାଣ ହେଉଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଗାଗନାପୁର ଠାରେ ଚଢାଉ କରିଛି । ଚଢାଉ କରି ଅଭିଯୁକ୍ତ କୁ ଗିରଫ କରି ବାଇକ ସହ ୨୨ ଲିଟର ଦେଶି ମଦ ଜବତ କରିଛି । ଗିରଫ ଅଭିଯୁକ୍ତ କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande