
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)- ପଣ୍ଡିତ ନୀଳମଣି
ବିଦ୍ୟାରତ୍ନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର
ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ନାୟକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀ ଅବସରରେ ପ୍ରଣାମ
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା