ପବିତ୍ର ଧନୁ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 16 ଡିସେମ୍ବର (ହି.ସ.)- ପବିତ୍ର ଧନୁ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା । -----------
ସିଏମ


ଭୁବନେଶ୍ୱର, 16 ଡିସେମ୍ବର (ହି.ସ.)- ପବିତ୍ର ଧନୁ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ପବିତ୍ର ଧନୁ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande