
ଭୁବନେଶ୍ୱର, 16 ଡିସେମ୍ବର (ହି.ସ.)- ପବିତ୍ର ଧନୁ ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ,
ପବିତ୍ର ଧନୁ ସଂକ୍ରାନ୍ତିର ଶୁଭ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା