
ଭୁବନେଶ୍ୱର, 21 ଡିସେମ୍ବର (ହି.ସ.) - ସୁରେନ୍ଦ୍ର ମହାନ୍ତିଙ୍କୁ ତାଙ୍କ
ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାହିତ୍ୟ, ରାଜନୀତି ଓ
ସାମ୍ବାଦିକତାର ତ୍ରିବେଣୀ ସଙ୍ଗମ, କଥାଶିଳ୍ପୀ ସୁରେନ୍ଦ୍ର
ମହାନ୍ତିଙ୍କ ଶ୍ରାଦ୍ଧବାର୍ଷିକୀରେ ସ୍ମୃତି ଚାରଣ ପୂର୍ବକ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା