ବାଜପେୟୀଙ୍କ ଜୟନ୍ତୀ ସମାରୋହ ଅବସରରେ କବିତା ପାଠୋତ୍ସବ ଆଜି
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.) ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ଅବସରରେ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ---------------
ବାଜପେୟୀଙ୍କ ଜୟନ୍ତୀ ସମାରୋହ ଅବସରରେ କବିତା ପାଠୋତ୍ସବ ଆଜି


ଭୁବନେଶ୍ୱର, 25 ଡିସେମ୍ବର (ହି.ସ.) ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ଅବସରରେ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande