
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)-“ଭାରତ ରତ୍ନ” ମଦନ ମୋହନ
ମାଲବ୍ୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ପଣ୍ଡିତ, ଶିକ୍ଷାବିତ୍ ତଥା ସମାଜ ସଂସ୍କାରକ “ଭାରତ ରତ୍ନ” ମଦନ ମୋହନ
ମାଲବ୍ୟଙ୍କ ଜୟନ୍ତୀରେ ବିନମ୍ର ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା