ସୁଶାସକ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ସୁଶାସକ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଯୁଗପୁରୁଷ, ଆମ
ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 25 ଡିସେମ୍ବର (ହି.ସ.)- ସୁଶାସକ ଭାରତ ରତ୍ନ

ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଜୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଯୁଗପୁରୁଷ, ଆମ ସମସ୍ତଙ୍କ ମାର୍ଗଦର୍ଶକ, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ, ସୁଶାସକ ଭାରତ ରତ୍ନ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଜୀଙ୍କ ଜୟନ୍ତୀରେ

ବିନମ୍ର ପ୍ରଣାମ ଜଣାଉଛି। ତାଙ୍କର ତ୍ୟାଗ, ନିଷ୍ଠା, ବିଚାର ଏବଂ ଏକ ସମୃଦ୍ଧ ଭାରତ ଗଠନ ପାଇଁ ତାଙ୍କର ଅବଦାନ ତଥା

ମାର୍ଗଦର୍ଶନ ପାଇଁ ସେ ସର୍ବଦା ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande