ଆଗାମୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ : ପରବର୍ତୀ ସମୟରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ
ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର
ଆଗାମୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ : ପରବର୍ତୀ ସମୟରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ


ଭୁବନେଶ୍ୱର, ୨୭ ଡିସେମ୍ବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା) ଧିରେ ଧିରେ ୨ରୁ ୩ ଡ଼ିଗ୍ରୀ ବୃଦ୍ଧି ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande