ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ପବିତ୍ର ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ଡିସେମ୍ବର (ହି.ସ.)- ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ପବିତ୍ର ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ପବିତ୍ର ଜୟନ୍ତୀ ଅବସରର
ଗୁରୁ ଗୋବିନ୍ଦ ସିଂ


ଭୁବନେଶ୍ୱର, 27 ଡିସେମ୍ବର (ହି.ସ.)- ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ପବିତ୍ର ଜୟନ୍ତୀରେ

ତାଙ୍କୁ ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ପବିତ୍ର ଜୟନ୍ତୀ ଅବସରରେ

ଭକ୍ତିପୂତ ପ୍ରଣାମ ।

​ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାହସ, ତ୍ୟାଗ ଏବଂ

ମାନବିକତାର ପୂଜାରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଶିକ୍ଷା ଆମକୁ ସର୍ବଦା ସତ୍ୟ ଓ ନ୍ୟାୟ ପଥରେ

ଚାଲିବାକୁ ପ୍ରେରଣା ଦେଇଥାଏ। ଏହି ପବିତ୍ର ଅବସରରେ, ଆସନ୍ତୁ ତାଙ୍କ ଦର୍ଶନରେ ଅନୁପ୍ରାଣିତ ହୋଇ ସମାଜର

ସେବା ଓ ମାନବିକ ମର୍ଯ୍ୟାଦା ରକ୍ଷା ପାଇଁ ସଂକଳ୍ପବଦ୍ଧ ହେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande