
ଭୁବନେଶ୍ୱର, ୨୯ ଡିସେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ଜାନୁଆରୀ ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ