ଶହୀଦ ବୀର ଛବିଳ ସାଏଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଶହୀଦ ବୀର ଛବିଳ ସାଏଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶା ମାଟିର ସୁଯୋଗ୍ୟ ସନ୍ତାନ ଶହୀଦ ବୀର ଛବିଳ ସାଏଙ୍କ ବଳିଦାନ ଦିବସ ଅବସରରେ ଭା
ରାଜ୍ୟପାଳ


ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଶହୀଦ ବୀର ଛବିଳ ସାଏଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ

ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ଓଡ଼ିଶା

ମାଟିର ସୁଯୋଗ୍ୟ ସନ୍ତାନ ଶହୀଦ ବୀର ଛବିଳ ସାଏଙ୍କ ବଳିଦାନ ଦିବସ ଅବସରରେ ଭାବପୂର୍ଣ୍ଣ

ଶ୍ରଦ୍ଧାଞ୍ଜଳି।

ରାଜ୍ୟପାଳ କହିଛନ୍ତି ଯେ, ଦେଶ ଓ ମାଟି ପାଇଁ ତାଙ୍କର ସାହସ ଓ ତ୍ୟାଗ ସମସ୍ତଙ୍କ ପାଇଁ

ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande