ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶାମ୍ବ ଦଶମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ----------
ଶାମ୍ବ ଦଶମୀର ଶୁଭେଚ୍ଛା


ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶାମ୍ବ ଦଶମୀ

ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande