ଇସ୍ରୋର ପ୍ରତିଷ୍ଠାତା ପଦ୍ମ ବିଭୂଷଣ ଡକ୍ଟର ବିକ୍ରମ ସାରାଭାଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଇସ୍ରୋର ପ୍ରତିଷ୍ଠାତା ପଦ୍ମ ବିଭୂଷଣ ଡକ୍ଟର ବିକ୍ରମ ସାରାଭାଇଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ମହାକାଶ ବିଜ୍ଞାନୀ ତଥା ଇସ୍ରୋ
ବିକ୍ରମ ସାରାଭାଇ


ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ଇସ୍ରୋର ପ୍ରତିଷ୍ଠାତା ପଦ୍ମ ବିଭୂଷଣ ଡକ୍ଟର ବିକ୍ରମ ସାରାଭାଇଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ମହାନ ମହାକାଶ ବିଜ୍ଞାନୀ ତଥା ଇସ୍ରୋର ପ୍ରତିଷ୍ଠାତା

ପଦ୍ମ ବିଭୂଷଣ ଡକ୍ଟର ବିକ୍ରମ ସାରାଭାଇଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି ।

ଭାରତକୁ ବିଶ୍ୱସ୍ତରରେ ସ୍ୱତନ୍ତ୍ର ପରିଚୟ ଦେବାରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande