ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଶାମ୍ବ ଦଶମୀର ଶୁଭ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ସୂର
ଶାମ୍ବ ଦଶମୀ


ଭୁବନେଶ୍ୱର, 30 ଡିସେମ୍ବର (ହି.ସ.)- ପବିତ୍ର ଶାମ୍ବ ଦଶମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି

ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଶାମ୍ବ ଦଶମୀର

ଶୁଭ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ସୂର୍ଯ୍ୟଦେବଙ୍କ ନିକଟରେ

ଆପଣମାନଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande