
ଭୁବନେଶ୍ୱର, 31 ଡିସେମ୍ବର (ହି.ସ.)- ସହିଦ ମାଧୋ ସିଂଙ୍କ ବଳିଦାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ
କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ମହାନ ଜନନାୟକ ତଥା ଅମର ସହିଦ ମାଧୋ ସିଂଙ୍କ ବଳିଦାନ ଦିବସରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି। ଦେଶ ପାଇଁ ତାଙ୍କର ତ୍ୟାଗ ଓ ଆଦର୍ଶ ଚିରସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା