
ଭୁବନେଶ୍ୱର, 31 ଡିସେମ୍ବର (ହି.ସ.)- ବୀର ଶହୀଦ ମାଧୋ ସିଂହଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା
ସଂଗ୍ରାମୀ, ବୀର ଶହୀଦ ମାଧୋ ସିଂହଙ୍କ
ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା