କୁମକୁମ ମିଶ୍ରଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.) - ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘ ଚାଳକ ବିପିନ ବିହାରୀ ନନ୍ଦଙ୍କ ଧର୍ମପତ୍ନୀ ମାତୃତୂଲ୍ୟ କୁମକୁମ ମିଶ୍ରଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ
କୁମକୁମ ମିଶ୍ରଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)

- ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ରାଷ୍ଟ୍ରୀୟ

ସ୍ୱୟଂ ସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘ ଚାଳକ ବିପିନ ବିହାରୀ ନନ୍ଦଙ୍କ ଧର୍ମପତ୍ନୀ

ମାତୃତୂଲ୍ୟ କୁମକୁମ ମିଶ୍ରଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ

ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande