ବରପଦା ଉପଖଣ୍ଡ ମେଡିକାଲ ରୋଗୀ କଲ୍ୟାଣ ସମିତି ବୈଠକରେ ବିଧାୟକଙ୍କ ଆଲୋଚନା
ଭଦ୍ରକ, ୨୭ ଫେବୃୟାରୀ (ହି.ସ.) - ଭଦ୍ରକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରପଦା ଉପ ଖଣ୍ଡ ମେଡ଼ିକାଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ସାମିଲ ହୋଇ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା କଲେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର । ଏହି ଅବସରରେ ସ୍ୱାସ୍ଥ୍ୟ ସେବା
BARAPADA MEDICAL RE MLA DISCUSSION


ଭଦ୍ରକ, ୨୭ ଫେବୃୟାରୀ (ହି.ସ.) - ଭଦ୍ରକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରପଦା ଉପ ଖଣ୍ଡ ମେଡ଼ିକାଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ରୋଗୀ କଲ୍ୟାଣ ସମିତି ବୈଠକରେ ସାମିଲ ହୋଇ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା କଲେ ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର । ଏହି ଅବସରରେ ସ୍ୱାସ୍ଥ୍ୟ ସେବା କିପରି ସରଳ ହେବ ଏବଂ ଉନ୍ନତ ମାନର ସ୍ୱାସ୍ଥ୍ୟ ସେବା ସମାଜର ଅନ୍ତିମ ପଂକ୍ତିରେ ଥିବା ସାଧାରଣ ଜନତାଙ୍କ ପାଇଁ ଉପଲବ୍ଧ ହେବ ସେଥିପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ଆହ୍ୱାନ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର/ପ୍ରମୋଦ/ଭାନୁ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande