ମାର୍ଚ୍ଚ 1ରୁ ନିଶୁଳ୍କ ପ୍ରାଣୀଙ୍କ ନିଃଶୁଳ୍କ ଚିକିତ୍ସା ସୁବିଧା
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.) - ରାଜ୍ୟର ଜନ ସାଧାରଣଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଲୋକଙ୍କ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି । ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦି ପ୍ରାଣୀଙ୍କ ଚିକିତ୍ସା ଓ ଟୀକାକରଣ ଉପରୁ ୟୁଜର୍ସ ଫି ଛାଡ଼ କରାଯାଇଛି । ମାର
ମାର୍ଚ୍ଚ 1ରୁ ନିଶୁଳ୍କ     ପ୍ରାଣୀଙ୍କ ନିଃଶୁଳ୍କ ଚିକିତ୍ସା ସୁବିଧା


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)

- ରାଜ୍ୟର ଜନ

ସାଧାରଣଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଲୋକଙ୍କ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି

। ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦି ପ୍ରାଣୀଙ୍କ

ଚିକିତ୍ସା ଓ ଟୀକାକରଣ ଉପରୁ ୟୁଜର୍ସ ଫି ଛାଡ଼ କରାଯାଇଛି । ମାର୍ଚ୍ଚ ୧ ରୁ ଏହି ନିଃଶୁଳ୍କ

ଚିକିତ୍ସା ସୁବିଧା ପାଇବେ ରାଜ୍ୟବାସୀ । ଏନେଇ ମତ୍ସ୍ୟ ଓ ପଶୁ ସଂପଦ ବିକାଶ ମନ୍ତ୍ରୀ

ଗୋକାଳୁନନ୍ଦ ମଲିକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଦେୟମୁକ୍ତ ସାର୍ବଜନୀନ ପ୍ରାଣୀଚିକିତ୍ସା

ଓ ପ୍ରାଣୀସମ୍ପଦର ସୁରକ୍ଷାକୁ ପ୍ରାଥମିକତା ଦେଇ ଆମେ ଏହି ନିଷ୍ପତ୍ତି ନେଇଛୁ । ମୋର ବିଶ୍ୱାସ

ଏହି ନିଷ୍ପତି ନିଶ୍ଚିତ ଭାବରେ ଗୋପାଳକ ତଥା ପ୍ରାଣୀସମ୍ପଦ ବିଭାଗ ପ୍ରତି ଇଚ୍ଛା ରଖୁଥିବା ଚାଷୀ

ଭାଇ ଓ ଭଉଣୀମାନଙ୍କ ପାଇଁ ସହାୟକ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande