ଭୁବନେଶ୍ୱର, 5 ଫେବ୍ରୁଆରି (ହି.ସ.)
- ଉଦଘାଟିତ
ହେଲା ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଠାରେ
କାର୍ଯକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରିମୋଟ ଚିପି ଶୁଭାରମ୍ଭ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା