'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ 'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଦୋଳ ଗୋବିନ୍ଦଙ୍କ ଅପାର କୃପାରୁ ସମ
'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ମାଝୀ 'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସେ କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଦୋଳ ଗୋବିନ୍ଦଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande