'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ 'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।ପ୍ରଭୁ ଦୋଳ ଗୋବିନ୍ଦଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନରେ ସୁଖ ଓ
'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ 'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।ପ୍ରଭୁ ଦୋଳ ଗୋବିନ୍ଦଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande