'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ 'ଦୋଳ ପୂର୍ଣ୍ଣିମା' ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ଓଡ଼ିଆ ସଂସ୍କୃତିର ଅନନ୍ୟ ପର୍ବ ପବିତ୍ର 'ଦୋଳ ପୂର୍ଣ୍ଣିମା' ଅବସରରେ ସମସ୍ତଙ୍କୁ ହାର୍
'ଦୋଳ     ପୂର୍ଣ୍ଣିମା' ଅବସରରେ     ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 14 ମାର୍ଚ୍ଚ (ହି.ସ.) ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ 'ଦୋଳ

ପୂର୍ଣ୍ଣିମା' ଅବସରରେ

ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆରେ ସେ ଲେଖିଛନ୍ତି, ଓଡ଼ିଆ ସଂସ୍କୃତିର ଅନନ୍ୟ ପର୍ବ ପବିତ୍ର 'ଦୋଳ

ପୂର୍ଣ୍ଣିମା' ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଅପାର

କରୁଣାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ଏତିକି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande