ସହିଦ ଦିବସରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ
ଭୁବନେଶ୍ୱର, 23 ମାର୍ଚ୍ଚ (ହି.ସ.)- ସହିଦ ଦିବସରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ସହିଦ ଦିବସ ଅବସରରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଦେଶର ଏକତା ଓ
ସହିଦ ଦିବସରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ


ଭୁବନେଶ୍ୱର, 23 ମାର୍ଚ୍ଚ (ହି.ସ.)- ସହିଦ ଦିବସରେ ସହିଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ

ଡ.ହରିବାବୁ କମ୍ଭମପତି । ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ

କୁହାଯାଇଛି ଯେ, ସହିଦ ଦିବସ ଅବସରରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଦେଶର ଏକତା ଓ

ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ

କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande