ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଭୁବନେଶ୍ୱର, 01 ଏପ୍ରିଲ (ହି.ସ.) ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଉତ୍କଳ ଦିବସ ଅବସରରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ଅବସରରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ
ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା


ଭୁବନେଶ୍ୱର, 01 ଏପ୍ରିଲ (ହି.ସ.) ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ଉତ୍କଳ ଦିବସ ଅବସରରେ ସମସ୍ତ ଓଡ଼ିଆ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଏହି ଅବସରରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାନ୍ ସେନାନୀମାନଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି । ସଭିଏଁ ଏକ ହେଵା ଏବଂ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ସଂକଳ୍ପ କରିବା। ବନ୍ଦେ ଉତ୍କଳ ଜନନୀ ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande