ଓଡ଼ିଶା ଦିବସରେ ଶୁଭକାମନା ଜଣାଇଲେ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର, 01 ଏପ୍ରିଲ (ହି.ସ.) ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶା ଦିବସରେ ଶୁଭକାମନା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ କହିଛନ୍ତି,ଓଡ଼ିଶାର ସମସ୍ତ ଭାଇଭଉଣୀ ତଥା ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ପ୍ରତ୍ୟେକ ଓଡ଼ିଆଙ୍କୁ 'ଓଡ଼ିଶା ଦିବସ' ଅବସରରେ ମୋର ହାର୍ଦ୍
ଓଡ଼ିଶା ଦିବସରେ ଶୁଭକାମନା ଜଣାଇଲେ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର


ଭୁବନେଶ୍ୱର, 01 ଏପ୍ରିଲ (ହି.ସ.) ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଓଡ଼ିଶା ଦିବସରେ ଶୁଭକାମନା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ କହିଛନ୍ତି,ଓଡ଼ିଶାର ସମସ୍ତ ଭାଇଭଉଣୀ ତଥା ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ପ୍ରତ୍ୟେକ ଓଡ଼ିଆଙ୍କୁ 'ଓଡ଼ିଶା ଦିବସ' ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା l

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande