ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 1 ଏପ୍ରିଲ୍ (ହି.ସ.) - ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନି
ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 1 ଏପ୍ରିଲ୍ (ହି.ସ.)

- ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ

ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ନିଜର ଅସୀମ ତ୍ୟାଗ

ତଥା ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ

ବିନମ୍ର ଶ୍ରଦ୍ଧାଞ୍ଜଳି। ଆଜିର ଦିନରେ ଆସନ୍ତୁ ଏକ ସୁସ୍ଥ ଓ ବିକଶିତ ଓଡ଼ିଶା ଗଠନ କରିବାର

ସଂକଳ୍ପକୁ ଆହୁରି ଦୃଢ଼ କରିବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande