ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.) ଭୁବନେଶ୍ୱର, 20 ଏପ୍ରିଲ (ହି.ସ.) ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ ପଦ୍ମଭୂଷଣ ଗୋପୀନା
ପଦ୍ମଭୂଷଣ     ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)

ଭୁବନେଶ୍ୱର,

20 ଏପ୍ରିଲ (ହି.ସ.) ଉପ ମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ

ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶାର ବିଶିଷ୍ଟ ଔପନ୍ୟାସିକ ପଦ୍ମଭୂଷଣ ଗୋପୀନାଥ ମହାନ୍ତିଙ୍କ

ଜୟନ୍ତୀ ଅବସରରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande